ମେଡିକାଲ ଉଇକିପିଡିଆ (ଅଫଲାଇନ)

5ହ+
ଡାଉନଲୋଡ
ବିଷୟବସ୍ତୁ ମୂଲ୍ୟାଙ୍କନ
PEGI 3
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି
ସ୍କ୍ରିନସଟ୍ ଛବି

ଏହି ଆପ୍ ବିଷୟରେ

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ । ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି । ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ/ ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ । ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ । ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି ।

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ । (Powered by Kiwix http://www.kiwix.org/)
ଗତ ଅପଡେଟର ସମୟ
ଡିସେମ୍ବର 29, 2023

ଡାଟା ସୁରକ୍ଷା

ଡେଭେଲପରମାନେ ଆପଣଙ୍କ ଡାଟାକୁ କିପରି ସଂଗ୍ରହ ଏବଂ ସେୟାର କରନ୍ତି ସେହି ଧାରଣା ସହିତ ସୁରକ୍ଷା ଆରମ୍ଭ ହୁଏ। ଆପଣଙ୍କ ବ୍ୟବହାର, ଅଞ୍ଚଳ ଏବଂ ବୟସ ଆଧାରରେ, ଡାଟା ଗୋପନୀୟତା ଓ ସୁରକ୍ଷା ପ୍ରାକ୍ଟିସ ଭିନ୍ନ ହୋଇପାରେ। ଡେଭେଲପର ଏହି ସୂଚନା ପ୍ରଦାନ କରିଛନ୍ତି ଏବଂ ସେ ସମୟାନୁସାରେ ଏହାକୁ ଅପଡେଟ କରିପାରନ୍ତି।
ତୃତୀୟ ପକ୍ଷଗୁଡ଼ିକ ସହ କୌଣସି ଡାଟା ସେୟାର କରାଯାଇନାହିଁ
ଡେଭେଲପରମାନେ କିପରି ସେୟାରିଂର ଘୋଷଣା କରନ୍ତି ସେ ବିଷୟରେ ଅଧିକ ଜାଣନ୍ତୁ
କୌଣସି ଡାଟା ସଂଗ୍ରହ କରାଯାଇନାହିଁ
ଡେଭେଲପରମାନେ କିପରି ସଂଗ୍ରହର ଘୋଷଣା କରନ୍ତି ସେ ବିଷୟରେ ଅଧିକ ଜାଣନ୍ତୁ