ମେଡିକାଲ ଉଇକିପିଡିଆ (ଅଫଲାଇନ)

5 tys.+
Pobrania
Ocena treści
PEGI 3
Zrzut ekranu
Zrzut ekranu
Zrzut ekranu
Zrzut ekranu
Zrzut ekranu
Zrzut ekranu
Zrzut ekranu
Zrzut ekranu
Zrzut ekranu
Zrzut ekranu

Informacje o aplikacji

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ) ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Powered by kiwix http://www.kiwix.org/~~pobj)
Ostatnia aktualizacja
29 gru 2023

Bezpieczeństwo danych

Podstawą bezpieczeństwa jest wiedza o tym, jak deweloperzy zbierają i udostępniają Twoje dane. Praktyki w zakresie zapewniania prywatności i bezpieczeństwa danych mogą się różnić w zależności od sposobu korzystania z aplikacji, regionu i wieku użytkownika. Te informacje podał deweloper i z czasem może je aktualizować.
Żadne dane nie są udostępniane innym firmom
Dowiedz się więcej o deklarowaniu udostępniania danych przez deweloperów
Aplikacja nie zbiera danych
Dowiedz się więcej o deklarowaniu zbierania danych przez deweloperów